Skip to content
ISBN: 164560473X
ISBN13: 9781645604730

Agantunkanka Desha America

$20.10List Price: $18.00
ISBN: 164560473X
ISBN13: 9781645604730
Formats

Conditions

A brand-new, unused copy in perfect condition.

Formats

Conditions

A brand-new, unused copy in perfect condition.

See all 1 editionsfrom $20.10

Book Overview

ସମ୍ପ୍ରତି ବିଶ୍ୱଭ୍ରମଣ ସହଜସାଧ୍ୟ ହେବା ପରିପ୍ରେକ୍ଷୀରେ ବହୁତ ଭ୍ରମଣ କାହାଣୀ ଲେଖାଯାଉଛି, କିନ୍ତୁ ଅଧିକାଂଶ ଭ୍ରମଣକାରୀଙ୍କ ଅନୁଭୂତିର ବ୍ୟାପକତା ତଥା ପରିବେଷଣର ମୌଳିକତା ବିନା କାହାଣୀଗୁଡ଼ିକ ସମ୍ପୂର୍ଣ୍ଣ ଶୁଷ୍କ ଓ ନିରସ ମନେ ହୁଅନ୍ତି । କିନ୍ତୁ ଦେବୀ ନନ୍ଦ ଜଣେ ସୃଜନଶୀଳ ସ୍ରଷ୍ଟ୍ରା, 'ଏକବର୍ଣ୍ଣୀ' ଭଳି ଏକ ଉପନ୍ୟାସ ଏବଂ ଅନେକ କବିତା ତଥା ପ୍ରବନ୍ଧମାନ ରଚନା କରି ପାଠକମାନଙ୍କୁ ମୁଗ୍ଧ କରିପାରିଛନ୍ତି ସେ । ଏଣୁ ନିଜସ୍ୱ ଭ୍ରମଣ ବୃତାନ୍ତ ବର୍ଣ୍ଣନା କଲାବେଳେ ତାଙ୍କ ଭିତରେ ଅନନ୍ୟ ସ୍ରଷ୍ଟାଟି ଯେଉଁଭଳି ଭାବେ ସୃଜନର ମଞ୍ଚ ଆରୋହଣ କରି ଲେଖକ-ପାଠକ-ଶ୍ରୋତାମାନଙ୍କୁ ଏକତ୍ରିତ କରି ସୃଜନର ଚମକରେ ଚମତ୍କୃତ କରିପାରିଛନ୍ତି ତାହା ଅନୁଧ୍ୟାନ କରିବା କଥା । ଏହା ବ୍ୟତୀତ ଭାଷାର ଏକ ସୁଦକ୍ଷ ବିନ୍ଧାଣୀ ହେଉଛନ୍ତି ଦେବୀ ନନ୍ଦ, କାବ୍ୟିକ ଭାଷାର ବ୍ୟବହାର କରି ଭ୍ରମଣ କାହାଣୀକୁ ଅତ୍ୟନ୍ତ ସରଳ ଓ ସାବଲୀଳ କରିଛନ୍ତି ଦେବୀ । କେତେକ ସ୍ଥଳରେ, ବିଶେଷକରି ଆମେରିକୀୟ ପ୍ରକୃତିର ନୈସର୍ଗିକ ସୌନ୍ଦର୍ଯ୍ୟ ବର୍ଣ୍ଣନା କଲାବେଳେ ସେ ଯେଉଁଭଳି ଆତ୍ମହରା ହୋଇପଡ଼ନ୍ତି ତାହା ଲକ୍ଷ୍ୟ କରିବା କଥା ।

ମାତ୍ର ଦେଢ଼ଟି ମାସର ଭ୍ରମଣର ପରିଧି ଭିତରେ ଭ୍ରମଣକୁ ଯେତେ ବ୍ୟାପକ କରିବା କଥା ତାକୁ କରିଛନ୍ତି ଦେବୀ ନନ୍ଦ । ନିଜକୁ ସେ ପରିଧିର କେନ୍ଦ୍ରବିନ୍ଦୁରେ ସ୍ଥାପନ କରି ପୁଅ, ପତ୍ନୀ, କନ୍ୟା ଓ ଭାଣେଜୀଙ୍କ ଭଳି ରକ୍ତ ସମ୍ପର୍କୀୟ

Format:
Paperback
Language:
Oriya
ISBN:
164560473X
ISBN13:
9781645604730
Release Date:
November 2023
Publisher:
Black Eagle Books
Length:
246 Pages
Weight:
0.70 lbs.
Dimensions:
0.6″ × 5.5″ × 8.5″
Travel

Customer Reviews

0 customer ratings | 0 reviews
Write a Review

There are currently no reviews. Be the first to review this work.