Skip to content
Scan a barcode
Scan
Paperback Asami O Anyanya Nataka (ଆସାମୀ ଓ ଅନ୍ୟାନ୍ୟ ନାଟ&#28 [Oriya] Book

ISBN: 1645604020

ISBN13: 9781645604020

Asami O Anyanya Nataka (ଆସାମୀ ଓ ଅନ୍ୟାନ୍ୟ ନାଟ [Oriya]

'ଆସାମୀ ଓ ଅନ୍ୟାନ୍ୟ ନାଟକ'ରେ ଯେଉଁ ତିନିଟି ନାଟକ ସଂକଳିତ ହୋଇଛି ସେଗୁଡ଼ିକ ହେଲା 'ଆସାମୀ', 'ନୂଆ ଠିକଣା' ଏବଂ 'ମାୟା' । ଏ ନାଟକଗୁଡ଼ିକ ୨୦୧୬ ଓ ୨୦୧୭ରେ ଯଥାକ୍ରମେ ଉତ୍ତରପୁରୁଷ, ନାଟ୍ୟଚେତନା ଓ ଶତାବ୍ଦୀର କଳାକାର ଦ୍ୱାରା ପ୍ରଥମେ ମଞ୍ଚସ୍ଥ ହୋଇଥିଲା ।


ନାଟକ ସଂପର୍କରେ


ନାଟକ 'ଆସାମୀ', ନୋଟ୍ ଓ ଭୋଟ୍]ର ରାଜନୀତି ଭିତରେ ଛନ୍ଦି ପଡ଼ିଥିବା, ମାଟି ଓ ଭାଟିର ବିଷଚକ୍ରରୁ ମୁକୁଳି ପାରୁ ନ ଥିବା ଗୋଟେ ସାଧାରଣ ପରିବାରର କାହାଣୀ; ଯେଉଁ ପରିବାର କେବଳ ଚାହୁଁଥଲା, ଦିନରେ ଦୁଇଓଳି ଭାତ, ରାତିରେ ଦି ପହଡ଼ ମିଠା ନିଦ ଏବଂ ଗୋଟେ ଗେଲବସରିଆ ଘରକରଣା । କିନ୍ତୁ ମଝିବାଟରେ ନିଶାପାଣି ଭଳି ଅପଦେବତାର ବିଷବୃଷ୍ଟି ଜାଳିପୋଡ଼ି ଛାରଖାର କରିଦିଏ ସେମାନଙ୍କର ସ୍ୱପ୍ନ । ସମୟକ୍ରମେ ନିଶାସକ୍ତ ମଣିଷ ବୁଝିପାରେ - ଯୋଉ ନିଶାପାଣିକୁ ସେ ଅମୃତ ଭାବି ଦିନେ ଓଠ ପାଖରେ ଧରିଥିଲା, ସେଇ ନିଶାପାଣି ହଳାହଳ ବିଷ ହେଇ ତାର ସୁନା ସଂସାରକୁ ଚୂନା କରିଚି । ମାତ୍ର ସେତେବେଳକୁ ଅନେକ ବିଳମ୍ବ ହୋଇଯାଇଥାଏ । ନିଜର ସ୍ୱପ୍ନ ଓ ସମ୍ଭାବନାଠାରୁ ସେ ଚାଲିଯାଇଥାଏ ଅପହଞ୍ଚ ଦୂରତାକୁ ।

ମାଟି, ଭାଟି, ନୋଟ୍ ଓ ଭୋଟ୍]ର ମୁନାଫାଖୋର ପଞ୍ଝା, ନାରୀ ମାଉଁସ ଲୋଭୀ କପଟୀମାନଙ୍କର ଭୋକ ଏବଂ ଠିକାଦାରୀ ଶାସନ ବ୍ୟବସ୍ଥାର ଶିକାର ହୁଏ ଏଇ ସାଧାରଣ ମଣିଷ । କ୍ରମେ ସାଧାରଣ ମଣିଷଟି ପରିଣତ ହୁଏ ସଇତାନ୍]ରେ । ନିରପରାଧ ନାଗରିକଟି ରୂପାନ୍ତରିତ ହୁଏ ଅପରାଧୀରେ । ତା ମଥାରେ ମାରିଦିଆଯାଏ

Recommended

Format: Paperback

Condition: New

$16.64
50 Available
Ships within 2-3 days

Customer Reviews

0 rating
Copyright © 2025 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured