Skip to content
Scan a barcode
Scan
Paperback Bharatiya Paramparare Lokanatya O Lokanrutya [Oriya] Book

ISBN: 1645606988

ISBN13: 9781645606987

Bharatiya Paramparare Lokanatya O Lokanrutya [Oriya]

ଡାଃ ଅଶ୍ୱିନୀ କୁମାର ଶତପଥୀଙ୍କ 'ଭାରତୀୟ ପରଂପରାରେ ଲୋକନାଟ୍ୟ ଓ ଲୋକନୃତ୍ୟ' ଶୀର୍ଷକ ସମୀକ୍ଷାତ୍ମକ ପୁସ୍ତକରେ ସ୍ଥାନିତ ସତର ଗୋଟି ପ୍ରବନ୍ଧକୁ ମୁଁ ଗଭୀର ମନୋନିବେଶ ସହକାରେ ପଢ଼ି ଆନନ୍ଦ ଲାଭ କଲି । ଡାଃ ଶତପଥୀ ଲୋକ ନାଟକ ଓ ଲୋକ ନୃତ୍ୟ ସଂପର୍କିତ ବିବିଧ ସିଦ୍ଧାନ୍ତ ଗ୍ରନ୍ଥ ଓ ଆଲୋଚନା ପୁସ୍ତକ ଅଧ୍ୟୟନ କରିବା ସହିତ କିଛିକ୍ଷେତ୍ର ଅଧ୍ୟୟନ କରିଥିବା ଜଣାଯାଏ । ସେ ଭାରତକୁ ନାଟ୍ୟକଳା ଓ ନାଟ୍ୟମଂଚର ଆଦି ଭୂମି ଭାବରେ ଗ୍ରହଣ କରି ଭଗବାନ ଶିବଙ୍କୁ ଆଦି ନଟ ରୂପେ ଉଲ୍ଲେଖ କରିଛନ୍ତି । ଋଗ୍]ବେଦଠାରୁ ଆରମ୍ଭ କରି ଭରତଙ୍କ ନାଟ୍ୟଶାସ୍ତ୍ରରୁ ଉପାଦାନ ସଂଗ୍ରହ କରି ଭାରତକୁ ନାଟ୍ୟକଳାର ଆଦି ଭୂମି ଭାବରେ ଯେପରି ପ୍ରମାଣ କରିଛନ୍ତି ଓ ଭାରତର ନାଟ୍ୟ ପରଂପରାରେ ସାର୍ଥକ ନୀତିନିଷ୍ଠ ଜୀବନ ଯାପନ ଓ ସାମାଜିକ ଶୃଙ୍ଖଳା ପାଇଁ ଯେପରି ପ୍ରେରଣା ପ୍ରଦାନ କରାଯାଇଛି ତାହା ଉପରେ ଆଲୋକପାତ କରିଅଛନ୍ତି । ପ୍ରସଙ୍ଗ କ୍ରମେ ଲୋକ ନାଟକ ଭାରତର ବିଭିନ୍ନ ପ୍ରଦେଶରେ ଉନ୍ମେଷ ଘଟି କିପରି ଅଭିଜାତ ନାଟକ ଓ ନୃତ୍ୟ ସୃଷ୍ଟି ପାଇଁ ପ୍ରେରଣା ଦେଇଥିଲା ସେ ସଂପର୍କରେ ସୂଚନା ଦେଇଛନ୍ତି । ଭାରତରେ ଲୋକନାଟକ ଓ ନୃତ୍ୟ ପରଂପରା ଯେ ଏକ ଅନୁପମ ସୃଷ୍ଟି ତାହା ଉପରେ ଦୃଷ୍ଟିପାତ କରି କଥକ, ଓଡ଼ିଶୀ, ଭାରତନାଟ୍ୟମ୍], କୁଚିପୁଡ଼ି, କଥକଲୀ, ଛଉନୃତ୍ୟ, ଘୋଡ଼ାନାଚ, କଣ୍ଡେଇନାଚ, ସଖୀନାଟ, ଢୁମସା, ଶବରଶବରୁଣୀ ନାଚ, ଡାଲଖାଇ, ଦଣ୍ଡନାଚ, ପାଟୁଆ ନାଚ ଆଦି ଓଡ଼ିଶାର ନୃତ୍ୟ

Recommended

Format: Paperback

Condition: New

$18.29
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured