Skip to content
Scan a barcode
Scan
Paperback Debajana [Oriya] Book

ISBN: 1645605116

ISBN13: 9781645605119

Debajana [Oriya]

କଥା ପ୍ରସଙ୍ଗରେ ଏକଦା ମୁଁ ବାପାଙ୍କୁ ବିନମ୍ର ଅନୁରୋଧ କରିଥିଲି ବିଭୂତି ଭୂଷଣଙ୍କ 'ଦେବଯାନ' ନାମକ ଉପନ୍ୟାସଟିକୁ ଅନୁବାଦ କରିବା ନିମିତ୍ତ । ସେ ତାଙ୍କର ଏହି ଗେହ୍ଲା ପୁତ୍ରଟିର କଥା ରକ୍ଷାକରି ଗ୍ରୀଷ୍ମକାଳର ଦ୍ୱିପ୍ରହର ବେଳରେ ଧ୍ୟାନସ୍ଥ ହୋଇ ଅନୁବାଦ କରୁଥିଲେ 'ଦେବଯାନ' ଉପନ୍ୟାସଟିକୁ ।

ଅନୁବାଦ ଅଳ୍ପଦିନ ମଧ୍ୟରେ ଶେଷ ହୋଇଯାଇଥିଲା । କିନ୍ତୁ ବାପାଙ୍କ ଆୟୁଷ ନଥିଲା ସୁଦୀର୍ଘକାଳ । ମୁଁ ଆନ୍ତରିକ ଭାବରେ ଚାହୁଁଥିଲି ଯେ ବାପାଙ୍କ ଜୀବିତାବସ୍ଥାରେ ଏହା ପ୍ରକାଶିତ ହେଉ । ମାତ୍ର ମୋ ଇଚ୍ଛା ଇଚ୍ଛାମୟଙ୍କ ଦ୍ୱାରା ଗୃହୀତ ହୋଇନଥିଲା । ଉପନ୍ୟାସଟିକୁ ପାଠକରିବା ପାଇଁ ବାପା ମୋତେ ବାରମ୍ବାର ମନେ ପକାଇଦିଅନ୍ତି । ଉପନ୍ୟାସଟିକୁ ଯେତେବେେଳେ ପାଠକଲି ସ୍ତମ୍ଭୀଭୂତ ହୋଇ ରହିଯାଇଥିଲି ମୁଁ । ଏହାର ବିଷୟବସ୍ତୁ ହେଉଛି ମୃତ୍ୟୁ ପରବର୍ତ୍ତୀ ଜୀବନର ବିଭିନ୍ନ ସ୍ତରର ବୈଚିତ୍ର]୍ୟପୂର୍ଣ୍ଣ ଅନୁଭୂତି । ବିଭୂତି ଭୂଷଣ ବନ୍ଦୋପଧ୍ୟାୟ ଏହି ଦୃଶ୍ୟମାନ ଜଗତର ଅନ୍ତରାଳରେ ରହିଥିବା ଅଦୃଶ୍ୟ ଜଗତ ଉପରେ ଆସ୍ଥାଶୀଳ ନଥିଲେ, ଏପରି ନୂତନ କଳ୍ପନାର ଡେଣା ତାଙ୍କ ସ୍ରଷ୍ଟାମାନସରେ ମେଲିଯାଇନଥା'ନ୍ତା । ତେବେ ସେ ଯାହା ହେଉନା କାହିଁକି ବିଭୂତି ଭୂଷଣଙ୍କ 'ଦେବଯାନ' ଏ କ୍ଷେତ୍ରରେ ପ୍ରତ୍ୟେକଟି ପାଠକଙ୍କ ନିମିତ୍ତ ଯେ ନେଇଆସିବ ଏକ ନୂତନ ଆହ୍ୱାନ ଓ ଆକର୍ଷଣ ଏଥିରେ ଦ୍ୱିମତ ନାହିଁ । ସାହିତ୍ୟିକ, ମନସ୍ତାତ୍ତ୍ୱିକ, ବୈଜ୍ଞାନିକ, ପ

Recommended

Format: Paperback

Condition: New

$20.10
Ships within 2-3 days
Save to List

Related Subjects

Fiction Literature & Fiction

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured