Skip to content
Scan a barcode
Scan
Paperback Desha Bikashare Krushi O Samabaya [Oriya] Book

ISBN: 1645607178

ISBN13: 9781645607175

Desha Bikashare Krushi O Samabaya [Oriya]

୧୯୯୦ ମସିହାରୁ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇଥିଲି । ତତ୍]ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶକୁ ପାଥେୟ କରି ବିଜୁ ଜନତା ଦଳରେ କଟକ ଜିଲ୍ଲାର ସାଧାରଣ ସଂପାଦକ ରୂପେ ଯୋଗଦେବା ସଙ୍ଗେ ସଙ୍ଗେ ବିଭିନ୍ନ ସମବାୟ ଅନୁଷ୍ଠାନର ପରିଚାଳନା ପରିଷଦରେ ସ୍ଥାନ ପାଇଲି । ସମବାୟ କ୍ଷେତ୍ରରେ ବିଶେଷ ଜ୍ଞାନ ଆରୋହଣ କରିବା ପାଇଁ ବିଭିନ୍ନ ରାଜ୍ୟ ଗ୍ରସ୍ତ କରିଥିଲି । ବିଭିନ୍ନ ସୂତ୍ରରୁ ଆହୋରଣ କରିଥିବା ଜ୍ଞାନକୁ ପାଥେୟ କରି କିଛି ସମବାୟଭିତ୍ତିକ ଅନୁଚ୍ଛେଦ ଗୁଡ଼ିକ ଲେଖି ବିଭିନ୍ନ ଖବର କାଗଜ ମାନଙ୍କରେ ପ୍ରକାଶନ ପାଇଁ ଚେଷ୍ଟା କରିବାରୁ ସେଗୁଡ଼ିକ ବିଭିନ୍ନ ସମୟରେ ଦୈନିକ ଖବର କାଗଜ ଯଥା - ସମାଜ, ସମ୍ବାଦ, ପ୍ରଗତିବାଦୀ, ଧରିତ୍ରୀ, ସକାଳ ଓ ଓଡ଼ିଶା ଏକ୍ସପ୍ରେସ୍]ରେ ପ୍ରକାଶ ପାଇଥିଲା। ସେହି ଅନୁଚ୍ଛେଦଗୁଡ଼ିକୁ ଏକତ୍ର କରି ୨୦୨୩ ମସିହା ଜାତୀୟ ସମବାୟ ସପ୍ତାହରେ 'ଅର୍ଥନୀତିରେ ସମବାୟ' ନାମକ ଏକ ସମବାୟଭିତ୍ତିକ ପୁସ୍ତକ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସମବାୟ ମନ୍ତ୍ରୀ ଅତନୁ ସବ୍ୟସଚୀ ନାୟକ ଓ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ଉପସ୍ଥିତିରେ ପୁସ୍ତକଟି ଉନ୍ମୋଚନ କରାଯାଇଥିଲା । ଚଳିତବର୍ଷ ମଧ୍ୟ ଦୁଇଖଣ୍ଡ ପୁସ୍ତକ ଯଥା 'ଦେଶ ବିକାଶରେ କୃଷି ଓ ସମବାୟ' (ଓଡ଼ିଆ ଭାଷାରେ) ଓ 'Golden Opportunities in Co-Operative' (ଇଂରାଜୀ ଭାଷାରେ) ଜାତୀୟ ସମବାୟ ସପ୍ତାହ-୨୦୨୪ରେ ପ୍ରକାଶ ପାଉଅଛି । ଦୁଇଟ

Recommended

Format: Paperback

Condition: New

$21.92
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured