Skip to content
Scan a barcode
Scan
Paperback Dhyana Buddhatwara Bigyana [Oriya] Book

ISBN: 1645604373

ISBN13: 9781645604372

Dhyana Buddhatwara Bigyana [Oriya]

ଶୂନ୍ୟ ବିଚାର ହିଁ ଆତ୍ମ ଜ୍ଞାନର ଉଦ୍]ଗମ, ଯାହାକୁ ଧ୍ୟାନ ବା ଅସ୍ତିତ୍ୱର ପରମ ଧ୍ୱନିକୁ ଶ୍ରବଣ କରିଥାନ୍ତି, ଅନୁଭବୀ । ସେହି ଏକା ବହୁମୂଲ୍ୟ ଘଟଣା । ଅତି ଆବଶ୍ୟକ, ଶୃଙ୍ଖଳା, ଶାନ୍ତି ଓ ସମାଧି ପାଇଁ । ତେବେ ଧ୍ୟାନରୁ ସମାଧି, ସମାଧିରୁ ସମ୍ବୋଧି (ଋଦ୍ଭକ୍ଷସଶଷଗ୍ଧରଦ୍ଭଜ୍ଞରଦ୍ଭଗ୍ଧ) ଉପଲବ୍ ଧ ସମ୍ଭବ । ଯାହାକୁ ଯୋଗର ଶିଖର ଓ ଅସ୍ତିତ୍ୱର ଅନ୍ତିମ ପ୍ରସାଦ କହିଥାନ୍ତି । ସେହି ବୁଦ୍ଧତ୍ୱ ଆମର ଚେତନାର କମଳ । (ୠକ୍ଷକ୍ଟଙ୍ଗରକ୍ସସଦ୍ଭଶ କ୍ଟଲ ଉକ୍ଟଦ୍ଭଗ୍ଦମସକ୍ଟଙ୍କଗ୍ଦଦ୍ଭରଗ୍ଦଗ୍ଦ) କହନ୍ତି । ବ୍ୟକ୍ତିଗତ ଚେତନା ଯେବେ ବ୍ରହ୍ମ ଚୈତନ୍ୟ, ବା ଉକ୍ଟଗ୍ଦଜ୍ଞସମ ଉକ୍ଟଦ୍ଭଗ୍ଦମସକ୍ଟଙ୍କଗ୍ଦଦ୍ଭରଗ୍ଦଗ୍ଦ ସହିତ ମିଶି ଏକାକାର ହୁଏ, ତା\'ରି ସୁଗନ୍ଧ ଧରିତ୍ରୀରେ ଅଦିନ ବସନ୍ତ ଆଣେ ।

ସନ୍ଥ କହନ୍ତି, ଯେବେ କେହି ଆମ ଭିତରୁ ଉପଲବ୍ ଧ ପାଏ, ତାହା ଅସ୍ତିତ୍ୱର ଅନୁଦାନ ଜଗତବାସୀଙ୍କ ପାଇଁ । ତେଣୁ ସହଜ, ଜାଗୃତ, ଶାନ୍ତ ହୋଇ ପରମ ବିଶ୍ରାମ ପାଇବା ସମସ୍ତଙ୍କର ଅଧିକାର । କିନ୍ତୁ ସମ୍ୟକ ଧ୍ୟାନ ଓ ସମାଧି ଯାତ୍ରାରେ ପାଦ ଦେବା ଅତି ଜରୁରୀ ।

ସଂବୋଧି ବାସ୍ତବିକ ସମ୍ପଦ । ତାକୁ ଆବିଷ୍କାର କରିବାର କ୍ଷମତା ସମସ୍ତଙ୍କର ଅଛି । କେବଳ ସମ୍ୟକ ଶ୍ରମ, ଶୁଦ୍ଧ ଶ୍ରଦ୍ଧା ଓ ଅନ୍ତର ଶ୍ରବଣ କଲେ ଯଥେଷ୍ଟ ହେବ ।

ମନୁଷ୍ୟ ଜାତିର ଇତିହାସରେ ଆଗାମୀ ବର୍ଷ ବହୁତ ମହତ୍ତ୍ୱପୂର୍ଣ୍ଣ । ଯଦି ବଡ ଧରଣର ସମ୍ୟକ ଧ୍ୟାନର ଜାଗରଣ ସୁରୁ ନହୁଏ, କୋଟି କୋଟି ଲୋକ ଭୌତିକବା

Recommended

Format: Paperback

Condition: New

$18.29
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured