Skip to content
Scan a barcode
Scan
Paperback Digbijayee Gajapati: Bijaya Bahuda [Oriya] Book

ISBN: 1645603660

ISBN13: 9781645603665

Digbijayee Gajapati: Bijaya Bahuda [Oriya]

ଏହି ପୁସ୍ତକଟି ପାଠକଙ୍କୁ ନେଇଯାଏ ଗଜପତି କପିଳେନ୍ଦ୍ରଦେବଙ୍କ ସହିତ ରାଜଧାନୀ କଟକର ବାରବାଟୀରୁ ତଦାନୀନ୍ତନ ଗମନାଗମନ ରାସ୍ତାର ଗଡ଼ଗୁଡିକରେ ରାତ୍ରିଯାପନ କରି ଗଜପତି ଜୀବନର ସମସ୍ତ ସାଫଲ୍ୟ କାହାଣୀ ଅବଗତ କରାଇ ପୁଣ୍ୟତୋୟା କୃଷ୍ଣାନଦୀ ତଟ ବିଜୟବାହୁଡା ଓଡ଼ିଆ ଗଡ଼କୁ । ଦିନେ ଯେ ସିଂହାସନରୁ ଅବତରଣ କରି ଗଜପତି ଛଅଜଣ ମହାପାତ୍ରଙ୍କ ସହିତ ବିଜୟବାହୁଡ଼ା ଗସ୍ତକରିବେ ଏବଂ ଅନ୍ତିମ ଶଯ୍ୟାରେ ନିଜର ସମସ୍ତ ଅଳଙ୍କାର ପ୍ରଭୁ ଜଗନ୍ନାଥଙ୍କୁ ସମର୍ପଣ କରି ସେଠାରେ ଶେଷ ନିଶ୍ୱାସ ତ୍ୟାଗ କରିବେ ଏହା ବିଧିର ବିଧାନ ଥିଲା । ଏହା ସହିତ ଅନ୍ତର୍ନିହିତ ଥିଲା ଗଜପତି ପରିବାର ପାଇଁ ଦାୟାଦ ଚୟନରେ ଜଗନ୍ନାଥଙ୍କର ସ୍ୱପ୍ନାଦେଶର ଫଳାଫଳ ।

ପଞ୍ଚଦଶ ଶତାବ୍ଦୀ ମଧ୍ୟଭାଗର ଓଡ଼ିଶା ରାଜ୍ୟଧାରଣ କରିଥିଲା ଦିଗବିଜୟରେ ମଣ୍ଡିତ ବିଶାଳ ସମ୍ରାଜ୍ୟ, ଧନଧାନ୍ୟରେ ପରିପୂର୍ଣ୍ଣ ରାଜ୍ୟର ରାଜକୋଷ, ସୁନ୍ଦର ସ୍ୱର୍ଣ୍ଣାଳଙ୍କାର-ଶୋଭିତ ଶ୍ରୀମନ୍ଦିରର ତ୍ରିମୂର୍ତ୍ତି ଏବଂ ପଡ଼ୋଶୀଙ୍କୁ ଆକର୍ଷଣ କଲାପରି ଆଦର୍ଶ ଓଡ଼ିଆ ଜୀବନ । ନିଜ କଳେବରରୁ ବ୍ୟାପ୍ତ ଅସୁମାରି ଗଡ଼ଗୁଡିକର ସୁପରିଚାଳନା, ସାମରିକ ଗତିବିଧି ଗଜପତିଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରହିଥିଲା । ଓଡ଼ିଶାର ସୁବର୍ଣ୍ଣଯୁଗ ଆସିଥିଲା ଗଜପତି କପିଳେନ୍ଦ୍ରଦେବଙ୍କ ଦିଗବିଜୟ କାଳରେ (୧୪୩୫-୧୪୬୬ ମସିହା) ଯେତେବେଳେ ରାଜ୍ୟର ସୀମା ଉତ୍ତରରେ ଗଙ୍ଗାନଦୀରୁ ଦକ୍ଷିଣରେ କନ୍ୟାକୁମାର

Recommended

Format: Paperback

Condition: New

$17.38
Ships within 2-3 days
Save to List

Related Subjects

Fiction Literature & Fiction

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured