Skip to content
Scan a barcode
Scan
Paperback Duiti Nataka: Kalajanha O Mala Akasha [Oriya] Book

ISBN: 1645604411

ISBN13: 9781645604419

Duiti Nataka: Kalajanha O Mala Akasha [Oriya]

"କଳାଜହ୍ନ' ୧୯୭୬ ଫେବ୍ରୁଆରି ୨୧ ଓ ୨୨ରେ ଗଞ୍ଜାମ କଳା ପରିଷଦ ଦ୍ୱାରା ନାଟ୍ୟକାରଙ୍କ ନିର୍ଦ୍ଦେଶନାରେ ଅଭିନୀତ ହୋଇଛି । ପୁଣି ୧ । ୪ । ୧୯୭୬ରେ ରବୀନ୍ଦ୍ର ମଣ୍ଡପରେ ମଧ୍ୟ ଅଭିନୀତ ହୋଇଛି । "ମଲା ଆକାଶ' ୧୮ । ୬ । ୧୯୭୬ରେ ଗଞ୍ଜାମ କଳା ପରିଷଦ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀର ଆଲୋକ ଓ ଶବ୍ଦଗ୍ରହଣ ତଥା ନାଟ୍ୟକାର ଶ୍ରୀଯୁକ୍ତ ମହାନ୍ତିଙ୍କ ନିର୍ଦ୍ଦେଶନାରେ ଜୟପୁରରେ ଅଭିନୀତ ହୋଇଛି । ଇଂରାଜୀ ଭାଷା-ସାହିତ୍ୟ ଓ ସରଙ୍ଗମଞ୍ଚ ସଂପର୍କରେ ଗଭୀର ଅନୁଭବ ଥିବା ଏହି କଳାପ୍ରାଣ ବ୍ୟକ୍ତି କ'ଣ ପାଇଁ ଆଉ ନାଟକ ଲେଖିବାକୁ ମନ ବଳାଇ ନାହାନ୍ତି ଆମେ ଜାଣୁନା ମାତ୍ର ପାନ ଗୁଆ ଖର୍ଚ୍ଚ ହିସାବରୁ ଭୋଜିର ବିଶାଳତା ଅନୁମାନ କରିବା ଭଳି ଏ ଦୁଇଟି ନାଟକରୁ ତାଙ୍କର ଚିନ୍ତା ଓ ପ୍ରକାଶ ଭଙ୍ଗୀରେ ନୂତନତା ଆମେ ଖୋଜି ପାଇବା । "କଳାଜହ୍ନ' ସେ ସମୟର ଉଚ୍ଚପ୍ରଶଂସିତ ନାଟକ, ଯେଉଁ ନାଟକ ମାଧ୍ୟମରେ ଅନେକ ଅଭିନେତା ଅଭିନେତ୍ରୀ ନାଟକ ଜଗତରେ ଆଦ୍ୟପାଦ ସ୍ଥାପିଥିଲେ । ଏହି ସମୟରେ ପ୍ରଫେସର ମହାନ୍ତି ପାଶ୍ଚାତ୍ୟ ନାଟ୍ୟତତ୍ତ୍ୱ ଓ ନାଟକ ସଂପର୍କରେ ଶିକ୍ଷାଦାନ କରିଛନ୍ତି । ରେଭେନ୍]ସା କଲେଜରେ ଅନେକ ଅନୂଦିତ ପାଶ୍ଚାତ୍ୟ ନାଟକ ଅଭିନୀତ ହୋଇଛି ଯାହା ସହିତ ସେ ଜଡ଼ିତ ହୋଇଛନ୍ତି । ଦୀର୍ଘଦିନର ନାଟ୍ୟାନୁରାଗକୁ ନେଇ ସେ ଲେଖିଛନ୍ତି କେତୋଟି ନାଟକ

Recommended

Format: Paperback

Condition: New

$16.48
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured