Skip to content
Scan a barcode
Scan
Paperback Geeta Phulara Mahaka [Oriya] Book

ISBN: 1645608026

ISBN13: 9781645608028

Geeta Phulara Mahaka [Oriya]

ଗୀତ ଫୁଲର ବାସ୍ନା ନିଆରା । ଗୀତ ଫୁଲର ବଗିଚାରେ ଫୁଲମାନଙ୍କ ସୁରଭି ବାଣ୍ଟୁଥିବାକବି ଡ. ଗୋବିନ୍ଦ ଚନ୍ଦ୍ର ଦାଶ । ଶବ୍ଦ ମାନଙ୍କର ଶୂନ୍ୟ ସଡ଼କର କଡ଼େ କଡ଼େ ଅନେକ ଅଚିହ୍ନା, ଅଲୋଡ଼ା, ଅମୁହାଁ ଗଛ । ଗଛ ଡାଳରେ ଓହଳିଛି ଗୀତ ଫୁଲ ସବୁ, ବାସ୍ନାରେ ବିସ୍ମୟ ବିଭୋର ମନ, ସମୟର ଶକ୍ତ ଟାଣ ମୁଠାରେ ଚିରକାଳ ବନ୍ଦୀଥିବା ଦୁଃଖର ତାଡ଼ନା, ଜୀବନ ଜିଇଁବାର ନିର୍ଦ୍ଦିଷ୍ଟତା ଭିତରେ ଅନେକ ଅମୃତ ଅନୁଭବ ଓ ଗତିଶୀଳ ସମୟର ନିର୍ଦ୍ଦିଷ୍ଟ ପରିଧି ଭିତରେ ଅନିର୍ଦ୍ଦିଷ୍ଟ ଆନନ୍ଦର ନିଜସ୍ୱତା ।

ଜଣେ ସଫଳ ଗୀତିକାର ତଥା ଅଜସ୍ର ସ୍ନେହ, ଶ୍ରଦ୍ଧା ଓ ସମ୍ମାନର ଅଧିକାରୀ ଡ. ଦାଶଙ୍କର ଏହି ପଞ୍ଚଦଶ କବିତା ସଂକଳନଟି ନିଶ୍ଚିତ ଭାବେ ପାଠକୀୟ ସ୍ୱୀକୃତି ଲାଭ କରିବ ଏହା ନିଃସନ୍ଦେହ ।

Recommended

Format: Paperback

Condition: New

$16.48
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured