Skip to content
Scan a barcode
Scan
Paperback Jajabarara Jabanabandi [Oriya] Book

ISBN: 1645605981

ISBN13: 9781645605980

Jajabarara Jabanabandi [Oriya]

ମୋର ଅନେକ ବନ୍ଧୁ ଓ ପରିଚିତ ମୋତେ ମୋର ଚାକିରୀ ଜୀବନର ଅଭିଜ୍ଞତା ଲେଖିବାକୁ ପ୍ରବର୍ତ୍ତାଉ ଥିଲେ । କିନ୍ତୁ ମୁଁ ଏହା କରିବାକୁ ମୋଟେ ପ୍ରସ୍ତୁତ ନଥିଲି । ତା'ର ପ୍ରଧାନ କାରଣ ଯେ ମୁଁ ପ୍ରାୟ ଯେତେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଆତ୍ମଜୀବନୀ ବା ସ୍ମରଣିକା ପଢ଼ିଛି, ପ୍ରାୟ ସବୁଠାରେ 'ମୁଁ ' କଥାଟାର ସ୍ୱର ବଡ଼ ଉଚ୍ଚ । ଅନେକ କ୍ଷେତ୍ରରେ ଆଖି ଆଗର ଆଙ୍ଗୁଠି ଦୂର ପର୍ବତକୁ ଘୋଡାଇ ଦେଇଛି । ତାହାଛଡ଼ା ଏକ ଔଚିତ୍ୟର ଗୁରୁତର ପ୍ରଶ୍ନ ଅଛି । ଚାକିରୀ ଜୀବନରେ ମୁଁ କ'ଣ କରିଥିଲି, ତାହା ପ୍ରକାଶ କରିବା ଅନୈତିକ ଏବଂ ବହୁ କ୍ଷେତ୍ରରେ ବେଆଇନ । ଏଣୁ ଏଥିରୁ ବିରତ ରହି ଏଣୁ ତେଣୁ ଯଥା ପ୍ରବନ୍ଧ ଓ ରମ୍ୟ ରଚନା ଆଦି ଲେଖୁଥଲି ଏବଂ ଲେଖୁଛି ।

ତେବେ ଦିନେ ଧରିତ୍ରୀ ଅଫିସ୍]ରେ ଶ୍ରୀ ତଥାଗତ ଶତପଥୀଙ୍କ ସହ ଆଲୋଚନା ବେଳେ ଏକ ନୂତନ ଦୃଷ୍ଟିକୋଣ ମିଳିଲା । ମନୁଷ୍ୟର ପ୍ରକୃତ ଜୀବନ ତ ଏଇ କୋଡ଼ିଏରୁ ଷାଠିଏ ମଧ୍ୟରେ । ସେଥିରୁ ପ୍ରାୟ ଅଧିକାଂଶ ସମୟ ଚାକିରୀ ଜୀବନ । ସେଠି କେତେ ଲୋକଙ୍କୁ ଦେଖିଲି । କେତେ ଅଜଣାଙ୍କୁ ଜାଣିଲି । ତାଙ୍କ ଭିତରୁ କେତେ ଜନ୍ମଗତ ଅଦ୍ୱିତୀୟ, କେତେ ଅବସ୍ଥାଚକ୍ରରେ ପଡ଼ି ସ୍ମରଣୀୟ । କେତେ ପୁଣି ନିଜର ବ୍ୟକ୍ତିତ୍ୱ ବଳରେ ଅସାଧାରଣ ଓ ସ୍ମରଣୀୟ । ଏମାନଙ୍କ ବ୍ୟକ୍ତିତ୍ୱ ଲୋକଲୋଚନକୁ ଆଣିବା ଯୋଗ୍ୟ । ଏହି ଧାରଣାରୁ ଯାଯାବର ସିରିଜ୍]ର ଜନ୍ମ । ଏହା ୧୯୯୩ ଆରମ୍ଭରୁ ଧରିତ୍ରୀରେ ଧାରାବାହିକ ରୂପେ ପ୍ରକାଶ ପାଉଥିଲା । ଅବଶ୍ୟ ଏହି ଚ

Recommended

Format: Paperback

Condition: New

$17.38
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured