Skip to content
Scan a barcode
Scan
Paperback Jibana Gapara Gobara Poka [Oriya] Book

ISBN: 164560649X

ISBN13: 9781645606499

Jibana Gapara Gobara Poka [Oriya]

ଜୀବନର ଅନେକ ଗୁଡ଼ିଏ ବାଟ ଅଙ୍କାବଙ୍କା ରାସ୍ତା ଦେଇ ଆସିବା ପରେ ସିଏ ଏବେ ବୁଝି ପାରୁଛନ୍ତି, କେହିବି ମଣିଷ ଯଦିଓ ସ୍ୱୟଂସମ୍ପୂର୍ଣ୍ଣ ନୁହଁ କିନ୍ତୁ ଅନ୍ୟଠାରୁ ତାହା ଆଶା କରେ । ଆଉ ସେଇ ଆଶା ପୂରଣ ପାଇଁ ଅନ୍ୟକୁ ହନ୍ତସନ୍ତ କରେ । ଦୁନିଆରେ ବୋଧେ ସମସ୍ତେ ପ୍ରଭୁତ୍ୱ ବିସ୍ତାର ପାଇଁ ନିଜ ଆତ୍ମାକୁ ମାରି ଅନ୍ୟ ଉପରେ ବିଜୟ ଲାଭ କରିବାକୁ ଚେଷ୍ଟା କରନ୍ତି । ଆଉ ସେଇ ଅନ୍ୟ ଜଣକ ଶାନ୍ତି, ଶୃଙ୍ଖଳା, ପ୍ରେମ, ସୌହାଦ୍ର୍ଧ୍ୟ ରାକ୍ଷା କରିବାକୁ ଯାଇ ନିଜ ହୃଦୟକୁ ପରାଧିନ କରିଦିଏ ଅବା ମାରିଦିଏ । ଏହା ତା'ର କ'ଣ ଏତେ ବଡ଼ ଦୋଷ?

ସୁରଭିଙ୍କୁ ଲାଗୁଥିଲା ସତେ ଯେପରି ସିଏ ଗୋଟେ ଗୋବର ପୋକ । ଅନ୍ୟର ଆଶା ପୂରଣ ପାଇଁ ତାଙ୍କୁ ମରା ଯାଉଛି । ତାହାହେଲେ ସଂସାର ଭିତରେ ତାଙ୍କ ପରି ଆହୁରି ଅନେକ ଗୋବର ପୋକ ତ ନିଶ୍ଚିତ ଥିବେ । ଆଜି ଦିନବେଳେ ଭେଟିଥିବା ସାଙ୍ଗମାନଙ୍କ ଭିତରୁ ମଧ୍ୟ ତାଙ୍କ ପରି ଗୋବରପୋକ ହୁଏତ କିଏ ଥିବେ । ସୁରଭି ଆଶ୍ଚର୍ଯ୍ୟ ହେଉଥିଲେ, 'ଲିତୁନ୍ ଏଡ଼େ ବକଟେ ପିଲା ହୋଇ କ'ଣ କିଛି ମଣିଷ ଗୋବର ପୋକ ବୋଲି ବେଶ୍ ଚିହ୍ନି ପାରିଛି ' ଲିତୁନ୍ ମୁହଁ ସୁରଭିଙ୍କ ଆଖି ଆଗରେ ନାଚି ଉଠିଲା । ତା' ମୁହଁ ଆଉ ସରଳ ନିରୀହ ଦିଶୁ ନଥିଲା । କୋଟି ସୂର୍ଯ୍ୟର ଆଲୋକରେ ଝଲସୁଥିବା ଠାକୁରଙ୍କ ବିଶ୍ୱରୂପ ପରି ଦିଶୁଥିଲା ।

The collection has eighteen heart-touching stories.

Recommended

Format: Paperback

Condition: New

$18.29
Ships within 2-3 days
Save to List

Related Subjects

Fiction Literature & Fiction

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured