Skip to content
Scan a barcode
Scan
Paperback Jibana Pare Jibana [Oriya] Book

ISBN: 1645606775

ISBN13: 9781645606772

Jibana Pare Jibana [Oriya]

ମଣିଷ ଯେପରି ପୁରୁଣା ବସ୍ତ୍ର ତ୍ୟାଗ କରି ନୂଆବସ୍ତ୍ର ଧାରଣ କରିଥାଏ, ଠିକ୍] ସେହିପରି ଜୀବାତ୍ମା ପୁରୁଣା ଶରୀରକୁ ତ୍ୟାଗ କରି ନୂତନ ଶରୀର ଗ୍ରହଣ କରିଥାଏ । ଆତ୍ମା ମୋକ୍ଷ ପ୍ରାପ୍ତି ନହେବା ପର୍ଯ୍ୟନ୍ତ ଏହିପରି ବିଭିନ୍ନ ଶରୀର ଧାରଣ କରୁଥିବ । ଆମ ଧର୍ମଶାସ୍ତ୍ରରେ 'ଆତ୍ମା' ବା ବ୍ରହ୍ମ ଶବ୍ଦର ବ୍ୟବହାର ଦେଖିବାକୁ ମିଳେ । ଆମେ ବିଶ୍ୱାସ କରୁଥାଉ। ମାତ୍ର ଅନେକ ଏ କଥାରେ ଏକମତ ହୋଇନପାରନ୍ତି । ଆତ୍ମା-ଜୀବନ-ମୃତ୍ୟୁ-ଜୀବନ-ଏସବୁ ବିଶ୍ୱାସ-ଅବିଶ୍ୱାସର କଥା । ଏହାକୁ ପରୀକ୍ଷାଗାରରେ ପରୀକ୍ଷା କରାଇ ଆମେ ଶେଷ ସିଦ୍ଧାନ୍ତରେ ଉପନୀତ ହୋଇ ପାରିବା ନାହିଁ । ଶେଷରେ ଐ. ଔବମଳଗ୍ଦକ୍ଟଦ୍ଭ ଏକ୍ସକ୍ଟଙ୍ଗଦ୍ଭଙ୍କ ମତକୁ ଉଦ୍ଧାର କରିଛନ୍ତି ଲେଖକ- 'ଆଜି ପର୍ଯ୍ୟନ୍ତ ଏ ମନୁଷ୍ୟ ଯେତେ ଜ୍ଞାନ ଆହରଣ କରିଛି ତାହା ସାଗରର ବିଶାଳ ବେଳାଭୂମିରୁ ଗୋଟେ ମାତ୍ର ବାଲୁକା କଣିକା ଠାରୁ ଅଧିକ ନୁହେଁ ।' ଲେଖକଙ୍କ ମତ ମଧ୍ୟ ତାହା ଯେ, ଏସବୁ ବାଦ-ବିସମ୍ବାଦ-ଦ୍ୱନ୍ଦ୍ୱ-ଭିତରକୁ ନଯାଇ ବିଶ୍ୱାସ କଲେ ତାହା ଠିକ୍] ହେବ । ଯୁଗ ଯୁଗରୁ ଏ ଅନ୍ୱେଷଣ ପ୍ରବୃତ୍ତି ଜାରି ରହିଛି । ପ୍ରଥମରୁ ଯାହା କହିଲି ମଣିଷର ମନ ଅସରନ୍ତି ଭାବନାରେ ଉବୁଟୁବୁ ହେଉଥାଏ, ସେ ଏକ ଅଜବ ସୃଷ୍ଟି ଏ ପୃଥିବୀରେ । ଯଦି ବିଶ୍ୱାସ କରିବା ମୃତ୍ୟୁପରେ ଜୀବନ ଅଛି ତାହା ବିଶ୍ୱାସ ଉପରେ ନିର୍ଭର କରେ । ବିଶ୍ୱାସ-ଅବିଶ୍ୱାସ, ମଣିଷର ମାନସିକତା ଉପରେ ନିର୍ଭର କରେ । ତଥାପି ଶ୍ରୀଯୁକ୍ତ ଚିତ୍ତରଂଜନ 

Recommended

Format: Paperback

Condition: New

$18.29
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured