Skip to content
Scan a barcode
Scan
Paperback Madachandia O Anyamane [Oriya] Book

ISBN: 1645605906

ISBN13: 9781645605904

Madachandia O Anyamane [Oriya]

ପୁସ୍ତକ 'ମଡ଼ାଚଣ୍ଡିଆ ଓ ଅନ୍ୟମାନେ'ରେ ସ୍ଥାନିତ ହୋଇଛି ବାଇଶିଟି ଗଳ୍ପ । ଏଥିରେ ଅଧିକାଂଶ ଗଳ୍ପର ଚରିତ୍ରଗୁଡ଼ିକ ବିଲୁପ୍ତ ପ୍ରାୟ । ଗାଁ ଗହଳି ମାନଙ୍କରେ ଏବେ କ୍ୱଚିତ୍ ଆସୁଛନ୍ତି ଆଖି ସାମ୍ନାକୁ । ଏବେ ଦେଖିବାକୁ ମିଳୁନାହାନ୍ତି ହୁଏତ ଆଉ କିଛିବର୍ଷ ପରେ ଶୁଣିବାକୁ ବି ମିଳିବେନି । 'ମଡ଼ାଚଣ୍ଡିଆ', 'ସାହାଡ଼ାସୁନ୍ଦରୀ', 'ଜାନୁଘଣ୍ଟ', 'ବାଳିକାବଧୂ' ପରି ଏମିତି ଆହୁରି କିଛି ଚରିତ୍ର ବି ଏଥିରେ ସ୍ଥାନିତ, ଯେଉଁମାନେ କି ଆଜିର ପିଢ଼ି ପାଖରେ ସମ୍ପୂର୍ଣ୍ଣ ଅପରିଚିତ କହିଲେ ଚଳେ । ଯେଉଁସବୁ ଶବ୍ଦ ବା ଚରିତ୍ରମାନଙ୍କୁ ପିଲାଦିନରୁ ଶୁଣି ଶୁଣି ମୁଁ ମୋ ଅବଚେତନ ମନ ଭିତରେ ସାଇତି ରଖିଥିଲି ଆଜିଯାଏ, ସେ ସବୁ ଶବ୍ଦ ଆଉ ଚରିତ୍ରମାନେ ଆଜିକାଲିର ପିଲାମାନଙ୍କ ପାଇଁ ଅଭିଧାନ ବହିର୍ଭୁତ । ମୁଁ ଖୁବ୍ ଛୋଟବେଳୁ ମୋ ଜେଜେମା\' ପାଖରୁ ଅନେକବାର ଶୁଣିଛି ସାହାଡ଼ାସୁନ୍ଦରୀ କଥା, କଲୁରୀବେଣ୍ଟ କଥା, କଲରେଇ ଫୁଲ କଥା ପରି ଅନେକ ଗପ । ଆଜିକାଲିର ଛୁଆ ଏମାନଙ୍କୁ କେତେ ଚିହ୍ନନ୍ତି

ମୋ ପିଲା ମନରେ ସେତେବେଳେ ଖୁବ୍ ପ୍ରଭାବ ପକେଇଥିବା ଆଉ ଛାପିହୋଇ ରହି ଯାଇଥିବା ଚରିତ୍ରମାନଙ୍କୁ ମୁଁ କେବଳ ସାଇତି ରଖିବାକୁ ଚାହିଁଛି ମୋ ଲେଖା ମାଧ୍ୟମରେ ଏହି ସଙ୍କଳନରେ ସ୍ଥାନିତ କରି । ମୋ ଜୀବନର ଅପରାହ୍ନରେ, କାଳର କରାଳ ଗତି ଭିତରେ ହୁଏତ ଏମାନେ ଆଉ ଆଦୌ ନ ଥାଇ ପାରନ୍ତି । କିନ୍ତୁ ସେତେବେଳେ ଯେବେବି ମୁଁ ମୋର ଏହି ବହିକୁ ପଢ଼ିବି, ନିଶ୍ଚୟ ମନେପଡ଼ିବ ମୋର ମୋ ପିଲାଦି

Recommended

Format: Paperback

Condition: New

$16.48
Ships within 2-3 days
Save to List

Related Subjects

Fiction Literature & Fiction

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured