Skip to content
Scan a barcode
Scan
Paperback Manoj Kumar Panda Galpa Samagra [Oriya] Book

ISBN: 164560313X

ISBN13: 9781645603139

Manoj Kumar Panda Galpa Samagra [Oriya]

ଉଭୟ ଆଙ୍ଗିକ ଓ ଆମ୍]?ିକ କ୍ଷେତ୍ରରେ ଉତ୍ତର ଅଶୀ ଓଡ଼ିଆ ଗଳ୍ପ ବିବିଧତାର ଏକ ସନ୍ଧିକ୍ଷଣ । ଗାଳ୍ପିକ ମନୋଜ କୁମାର ପଂଡ଼ା ଏହି ସନ୍ଧିକ୍ଷଣର ଜଣେ ପ୍ରତିଶୃତିବଦ୍ଧ ଗଳ୍ପକାର । ଏ ସମୟରେ ଆଙ୍ଗିକ କ୍ଷେତ୍ରରେ ପରିକ୍ଷା-ନିରୀକ୍ଷା କରୁଥିବା ଗାଳ୍ପିକମାନଙ୍କ ମଧ୍ୟରେ ସେ ଜଣେ ନୂତନ ଟ୍ରେଣ୍ଡ୍ ସେଟର୍ । ଶୈଳୀ ହିଁ ତାଙ୍କୁ ଆଣିଦେଇଛି ଉଭୟ ପ୍ରସିଦ୍ଧି ଓ ସମ୍ମାନ । ଜାତୀୟ ତଥା ଆନ୍ତର୍ଜାତୀୟ ଗଳ୍ପ ସହ ଓଡ଼ିଆ ଗଳ୍ପକୁ ସମକକ୍ଷ କରିବାର ମନୋବୃତ୍ତି ରଖିଥିବାର ଗାଳ୍ପିକଟିଏ ଶ୍ରୀ ପଂଡା । ସ୍ୱାଧୀନ ଚିନ୍ତା ସହ ବେବାକ୍ ଉପସ୍ଥାପନା ତାଙ୍କ ବୈଶିଷ୍ଟ୍ୟ । ସେ ଦୃଷ୍ଟିରୁ ୧୯୮୦ ପରବର୍ତ୍ତୀ ଓଡ଼ିଆ ଗଳ୍ପର ସ୍ୱରୂପ ତଥା ପ୍ରସାରତାକୁ ଅବବୋଧ କରିବାକୁ ହେଲେ ତାଙ୍କ ଗଳ୍ପସମୂହ ନିତାନ୍ତ ପଠନୀୟ । ଶେଷରେ ଏତିକି କୁହାଯାଇପାରେ ତୁଳନାମ୍]?କ ଦୃଷ୍ଟିକୋଣରୁ ବିଚାର କଲେ ଗାଳ୍ପିକଙ୍କ ଶୈଳୀ କ୍ଷେତ୍ରୀୟ ନିମ୍ନୋକ୍ତ କେତେକ ସ୍ୱାତନ୍ତ୍ର]୍ୟ ପାଠକ ଖୋଜି ପାଇପାରିବ, ଯାହା ସମକାଳର ଅନ୍ୟାନ୍ୟ ଗାଳ୍ପିକଙ୍କଠାରୁ ତାଙ୍କୁ ସ୍ୱତନ୍ତ୍ର କରି ଚିହ୍ନାଏ । ଯଥା-

୧- ଶବ୍ଦ ଚୟନ ଓ ରୋପଣରେ ଅଭିନବତ୍ୱ ।

୨- କବିତା ସୁଲଭ ଆଙ୍ଗିକ ଗ୍ରହଣ ।

୩- ବାକ୍ୟରେ ଲୟ ସୃଷ୍ଟି ।

୪- ବିଶେଷ୍ୟ ଓ ବିଶେଷଣ ମଧ୍ୟରେ ବୈପରୀତ୍ୟ ଭାବ ।

୫- ବାକ୍ୟଗଠନଗତ ଜଟିଳତା ।

୬- ସମ୍ମୁଖୀକରଣ ଅନ୍ତର୍ଗତ ଉପଦାନଗୁଡ଼ିକର ସଠିକ ପ୍ରୟୋଗ ।

୭- ଗଳ୍ପର ପ୍ରାରମ୍ଭ ଓ ପରିସମାପ୍ତିରେ ବିବିଧତ

Recommended

Format: Paperback

Condition: New

$21.94
50 Available
Ships within 2-3 days

Related Subjects

Fiction Literature & Fiction

Customer Reviews

0 rating
Copyright © 2025 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured