Skip to content
Scan a barcode
Scan
Paperback Muktikami Mohini Mohana [Oriya] Book

ISBN: 164560666X

ISBN13: 9781645606666

Muktikami Mohini Mohana [Oriya]

ଫକୀରମୋହନ ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଭାବରେ କାର୍ଯ୍ୟରତ ଥିବାବେଳେ ଲକ୍ଷ୍ୟକଲି ଯେ, ଆମ ପାଠ୍ୟକ୍ରମରେ ମୋହିନୀମୋହନ ସେନାପତିଙ୍କ ବିଷୟରେ କୌଣସି ଉଲ୍ଲେଖ ସୁଦ୍ଧା ନାହିଁ । ଗୋଟିଏ ପଟରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ପ୍ରପୌତ୍ର ଭାବରେ ଓ ଅନ୍ୟଦିଗରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ମଧ୍ୟ ପ୍ରପୌତ୍ର ମନେକରି କର୍ତ୍ତବ୍ୟ ନିର୍ବାହ କରୁଥିବା ସମୟରେ ଉପରେ ଉଲ୍ଲିଖିତ ବିଷୟଟି ମୋତେ ବ୍ୟଥିତ କରିଥିଲା । ଅର୍ଥାତ୍ ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ପାଠ୍ୟ ଖସଡ଼ାରେ ମୋହିନୀମୋହନଙ୍କ ସ୍ଥାନ ନରହିବା ହେତୁ ମୋତେ ହିଁ ନେବାକୁ ପଡ଼ିଥିଲା ଏକ ଚୂଡ଼ାନ୍ତ ନିଷ୍ପତ୍ତି । ମୋହିନୀମୋହନଙ୍କ ଦ୍ୱାରା ରଚିତ 'ଜୀବଜନ୍ତୁଙ୍କ ଅଧିକାର' ପ୍ରବନ୍ଧର ସାମ୍ପ୍ରତିକ ଆହ୍ୱାନ ଓ ଆବେଦନ ହୃଦୟକୁ ମୋର ବହୁ ଭାବରେ ଅନୁପ୍ରାଣିତ କରିଦେଲା । ଚିନ୍ତାକଲି ଏହି ପ୍ରବନ୍ଧଟି ହିଁ ସ୍ଥାନ ପାଇବା ଏକାନ୍ତ ଆବଶ୍ୟକ ଓଡ଼ିଆ ସାହିତ୍ୟ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କ ନିମିତ୍ତ । ପ୍ରବନ୍ଧଟି କୋର୍ସ ଅନ୍ତର୍ଗତ ହେବାରୁ ଛାତ୍ରଛାତ୍ରୀମାନେ କେତେ ଅହ୍ଲାଦ ଓ ଗୌରବ ଅନୁଭବ କରିଛନ୍ତି, ତାହା ସ୍ୱଚକ୍ଷୁରେ ଦେଖିଛି । ସେହିପରି ପିଏଚ୍].ଡି. କୋର୍ସ ୱାର୍କ କରୁଥିବା ଜଣେ ଛାତ୍ରୀଙ୍କୁ ମୋହିନୀ ମୋହନଙ୍କ ସମ୍ପର୍କରେ ଗବେଷଣା କରିବା ପାଇଁ ଏଇଠି ପରାମର୍ଶ ଦେଇଥିଲି ଓ ସେ ମଧ୍ୟ ଏହାକୁ ମୋ ଉପରେ ସମ୍ପ&#

Recommended

Format: Paperback

Condition: New

$16.64
50 Available
Ships within 2-3 days

Customer Reviews

0 rating
Copyright © 2025 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured