Skip to content
Scan a barcode
Scan
Paperback Nadan Premam [Oriya] Book

ISBN: 1645607151

ISBN13: 9781645607151

Nadan Premam [Oriya]

'ନାଦନ ପ୍ରେମମ୍]' ଲଘୁ ଉପନ୍ୟାସକୁ ମୁଁ ୧୯୪୦ ମସିହାରେ ଲେଖିଥିଲି। ସିନେମାକୁ ଧ୍ୟାନରେ ରଖି ମୁଁ ଉପନ୍ୟାସ ରଚନା କରେନାହିଁ। କିନ୍ତୁ ମୋର ଏହି ପ୍ରଥମ ଉପନ୍ୟାସ ଏହାର ବ୍ୟତିକ୍ରମ। ୧୯୩୯-୪୦ର ପାଖାପାଖି ବୁମ୍ବାଇରେ ଏକ ଲକ୍ଷ ଟଙ୍କା ବ୍ୟୟରେ ଗୋଟିଏ ସିନେମା ନିର୍ମାଣ ସମ୍ଭବ ଥିଲା। ମୁଁ ଏହି ଉପନ୍ୟାସ ଏହି ଉଦ୍ଦେଶ୍ୟରେ ରଚନା କରିଥିଲି ଯେ ୟାକୁ ଚଳଚିତ୍ର ଭାବେ ରୂପାୟନ କରିବାକୁ ହେଲେ ବୁମ୍ବାଇର କେତେ ଜଣ ସ୍ୱଚ୍ଛଳ ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। କିନ୍ତୁ ମୋର ସେଇ ଆଶା ପୂରଣ ହେଲାନାହିଁ, ନା ପ୍ରୋତ୍ସାହନ କୋଉଠୁ ପ୍ରାପ୍ତ ହେଲା। ଯଦିଓ ଏହି ପ୍ରୟାସ ଫଳପ୍ରଦ ହେଲାନି, ତଥାପି ଉପନ୍ୟାସ ଭାବେ ଏହି କୃତି ବହୁତ ଲୋକପ୍ରିୟ ହେଲା। ଏହାର କେତେଗୁଡ଼ିଏ ସଂସ୍କରଣ ମଧ୍ୟ ପ୍ରକାଶ ପାଇଲା।

ଉପନ୍ୟାସ କ୍ଷେତ୍ରରେ ଏହା ମୋର ପ୍ରଥମ ପ୍ରୟାସ ଥିଲା। ଗ୍ରାମୀଣ ଜୀବନର ବିଷୟବସ୍ତୁ, ରୋମାଣ୍ଟିକ୍ କଳ୍ପନା ଏବଂ ସାମାଜିକ ଚଳନିର ଆକଳନ ଏହି ଉପନ୍ୟାସରେ ପ୍ରତିଫଳିତ ହୋଇଛି। ଉପନ୍ୟାସ ରଚନା କୌଶଳର ରାସ୍ତାରେ ଅନଭିଜ୍ଞ ହୋଇ ମୁଁ ଏହା ପ୍ରୟାସ କରିଥିଲି, କିନ୍ତୁ ଜଣାନାହିଁ କାହିଁକି ଏହି ଉପନ୍ୟାସଟି ଏତେ ଲୋକପ୍ରିୟ ହୋଇଗଲା।

ଲୋକଭାରତୀ ପ୍ରକାଶନ (ଏହ୍ଲାବାଦ) ଯେବେ ମୋତେ କହିଲେ ମୋର ଗୋଟିଏ ଉପନ୍ୟାସର ହିନ୍ଦୀ ଅନୁବାଦ ପ୍ରକାଶ କରିବେ ମୁଁ 'ନାଦନ ପ୍ରେମମ୍]'କୁ ହିଁ ବାଛିଲି। ନିଜର ପ୍ରଥମ ସନ୍ତାନକୁ ଅଧିକ ଭଲପାଇବା ସ୍ୱğ

Recommended

Format: Paperback

Condition: New

$16.48
Ships within 2-3 days
Save to List

Related Subjects

Fiction Literature & Fiction

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured