Skip to content
ISBN: 1645603644
ISBN13: 9781645603641

Nai Separira Jhia

$16.48List Price: $14.00
ISBN: 1645603644
ISBN13: 9781645603641
Formats

Conditions

A brand-new, unused copy in perfect condition.

Formats

Conditions

A brand-new, unused copy in perfect condition.

See all 1 editionsfrom $16.48

Book Overview

'ନଈ ସେପାରିର ଝିଅ' ପାଣ୍ଡୁଲିପିସ୍ଥ ଗଳ୍ପଗୁଡ଼ିକର ପ୍ରସଙ୍ଗ, ଚରିତ୍ର ଓ ପରିବେଶ ଭିତରେ ରହିଛି ବିବିଧତା । ପ୍ରେମ ଏବଂ କାରୁଣ୍ୟ, ଦୁଇଟି ଅବିଭାଜ୍ୟ ରାଶି ବୋଲି ପ୍ରତିପାଦିତ କଲାପରେ ଗାଳ୍ପିକ ସ୍ୱକୀୟ ଅନ୍ୟାନ୍ୟ ଗଳ୍ପଗୁଡ଼ିକର ବିବିଧତା ଭିତରେ ସାମାଜିକ ଚିତ୍ର ଓ ଚରିତ୍ରଗୁଡ଼ିକ ପ୍ରତି ତାଙ୍କର ପ୍ରତୀକାତ୍ମକ ବ୍ୟଙ୍ଗ, ବିଦ୍ରୂପ ଓ ଶ୍ଳେଷ ସହ ନିପୀଡ଼ିତ ଜୀବନ ପ୍ରତି ଯେଉଁ ସହାନୁଭୂତି ଏବଂ ସମ୍ବେଦନଶୀଳତା ଆରୋପିଛନ୍ତି, ତାହାହିଁ ଗାଳ୍ପିକଙ୍କର ଗଳ୍ପଚେତନାର ଅଗ୍ରଗାମୀତା । 'ଅପହରଣ' ଗଳ୍ପରେ ଶିଶୁ ଲିପୁନ୍]ର ମନସ୍ତତ୍ତ୍ୱ ଓ 'କୋଇଲି ଦେଇଛି ଚିଠି' ଗଳ୍ପରେ ଅସାର ଜୀବନ ତତ୍ତ୍ୱର ଅବତାରଣା କରୁଥିବା ଗାଳ୍ପିକ ନିଶ ଅଛି ଯାହାର, କୁକୁଡ଼ୁକୁ, ମମତାମେସ୍], ଶ୍ରୀରାଧାଙ୍କ ମାନଭଞ୍ଜନ, ଆପଣଙ୍କର ଚଳେ କି ପ୍ରମୁଖ ଗଳ୍ପରେ କ୍ଳେଦାକ୍ତ ଜୀବନ ପାଇଁ ବିମଳ ହାସ୍ୟର ରୋଷଣୀ ଜଳାଇ ଦେଲାବେଳେ 'ଚୁମ୍]କୀ' ଭଳି ଏକ ହୃଦୟବିଦାରକ ଗଳ୍ପରେ ପାଠକୀୟ ମନଜଗତକୁ ପୁଣିଥରେ ସ୍ତବ୍]ଧ ଏବଂ ବେଦନାର୍ଦ୍ର କରିଦେବେ । ଅଷ୍ଟମ ଗର୍ଭ ଏବଂ ଆଜିଠୁଁ ଲଢ଼େଇ ବନ୍ଦ ଭଳି ଗଳ୍ପମାନଙ୍କରେ ଗାଳ୍ପିକ ପ୍ରମାଣ କରିଛନ୍ତି ନିଜର ସାମାଜିକ ଏବଂ ମାନବିକ ଦାୟବଦ୍ଧତା ।

ତେବେ ଏତେ ସହଜ ନୁହେଁ 'ନଈ ସେପାରିର ଝିଅ' ପାଇଁ ନିଜେ ଗୋଟିଏ କଥା ସରିତାର ସୂଅ ପାଲଟିବା । ପୁଣି ଆହୁରି କାଠିକର ପାଠ, ପ୍ରେମିକାର ଢେଉ ଢେଉକା ଅଭଙ୍ଗା ଛବିକୁ ସୂଅ ମୁହଁର ପତର ପରି ସଯତ୍ନେ ଛାଣି ଆଣି ଶ&

Format:
Paperback
Language:
Oriya
ISBN:
1645603644
ISBN13:
9781645603641
Release Date:
March 2023
Publisher:
Black Eagle Books
Length:
134 Pages
Weight:
0.39 lbs.
Dimensions:
0.3″ × 5.5″ × 8.5″
FictionLiterature & Fiction

Customer Reviews

0 customer ratings | 0 reviews
Write a Review

There are currently no reviews. Be the first to review this work.