Skip to content
Scan a barcode
Scan
Paperback Ped Gaarl Frend [Oriya] Book

ISBN: 1645601625

ISBN13: 9781645601623

Ped Gaarl Frend [Oriya]

ପେଡ଼୍ ଗାର୍ଲଫ୍ରେଣ୍ଡ୍]' ଗାଳ୍ପିକ ରଞ୍ଜନ ପ୍ରଧାନଙ୍କ ଚତୁର୍ଥ ଗଳ୍ପ ସଂକଳନ । ଏଥିରେ ରହିଛି ୧୬ଟି ବଛାବଛା ଗପ । ଏଥିରେ ମୁଖ୍ୟତଃ ଆଧୁନିକ ମଣିଷର ସ୍ଖଳିତ ବସ୍ତୁବାଦୀ ଜୀବନ ଓ ଦର୍ଶନର କଥା ରହିଛି । ପ୍ରେମ, ପ୍ରତାରଣା, ମୋହଭଙ୍ଗ, ଅବସାଦ, ଅସ୍ୱାଭାବିକ ସମ୍ପର୍କ, ଗଭୀର ମନସ୍ତାପ ଓ ଆତ୍ମଦହନ ଏହି ଗପ ସଂକଳନର ମୁଖ୍ୟ ସ୍ୱର । ବିଶେଷକରି ଆଧୁନିକ ସମୟର ସ୍ଖଳିତ ନାରୀ ଚରିତ୍ର ଏଥିରେ ବେଶି ପ୍ରତିଫଳିତ ହୋଇଛି ।



Recommended

Format: Paperback

Condition: New

$18.29
Ships within 2-3 days
Save to List

Related Subjects

Fiction Literature & Fiction

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured