Skip to content
Scan a barcode
Scan
Paperback Rutusamhara [Oriya] Book

ISBN: 1645605019

ISBN13: 9781645605010

Rutusamhara [Oriya]

ମହାକବି କାଳିଦାସ କୃତ 'ଋତୁସଂହାର' ସଂସ୍କୃତର ପ୍ରଥମ ସ୍ୱତନ୍ତ୍ର ଋତୁକାବ୍ୟ । ଏହା ଏକ ସ୍ୱତନ୍ତ୍ର ଋତୁକାବ୍ୟ । ଏହା ଏକ କ୍ଷୁଦ୍ରକାର ଆଦିରସାତ୍ମକ କାବ୍ୟ । ଏହାକୁ ଖଣ୍ଡବାକ୍ୟର ଅନ୍ତର୍ଭୁକ୍ତ କରାଯାଏ । କେହି କେହି ଏହାକୁ ଗୀତିକାବ୍ୟ ମଧ୍ୟ କହନ୍ତି ।

'ଋତୁସଂହାର' ଶିରୋନାମଟିରେ ସଂହାରର ଅର୍ଥ ହତ୍ୟା ନୁହେଁ । ଏହାର ଅର୍ଥ ହେଉଛି ସମାବେଶ ବା ମାଳା । ତେଣୁ 'ଋତୁସଂହାର'କୁ 'ଋତୁ ସମାବେଶ' ବା 'ଋତୁମାଳା' ହିସାବରେ ବିଶ୍ଳେଷଣ କରାଯାଇପାରେ ।

'ଋତୁସଂହାର' କାଳିଦାସଙ୍କ ପ୍ରଣୀତ ପ୍ରଥମ କାବ୍ୟ ରଚନା, ଯେଉଁଥିରେ ଭାରତୀୟ ଉପମହାଦେଶର ଛଅଟି ଋତୁର ବର୍ଣ୍ଣନା ରହିଛି । ଛଅ ଋତୁର ସୁନ୍ଦର ବର୍ଣ୍ଣନା କବି ଛଅ ସର୍ଗରେ ବା ଅଧ୍ୟାୟରେ କରିଛନ୍ତି । ପ୍ରଥମ ସର୍ଗଟି ଗ୍ରୀଷ୍ମଋତୁ ବିଷୟକ । ପରବର୍ତ୍ତୀ ସର୍ଗ ଗୁଡ଼ିକରେ ବର୍ଣ୍ଣିତ ହୋଇଛି ଯଥାକ୍ରମେ ବର୍ଷା, ଶରତ୍], ହେମନ୍ତ, ଶିଶିର (ଶୀତ) ଓ ବସନ୍ତ ଋତୁ । ବର୍ଣ୍ଣନା ଖୁବ୍ ମନୋହର ଓ ନୈସର୍ଗିକ ତଥା ସ୍ୱଭାବିକତା ବେଶି ମାତ୍ରାରେ ପରିଦୃଷ୍ଟ ହୁଏ । ଏଗୁଡ଼ିକ ଦୁଇ ପ୍ରଣୟୀଯୁଗଳର ପରସ୍ପର ସଂବାଦ ।

ପ୍ରତ୍ୟେକ ଋତୁର ସଂଦର୍ଭରେ କବି ନ କେବଳ ସମ୍ବନ୍ଧିତ କାଳଖଣ୍ଡର ପ୍ରାକୃତିକ ବୈଶିଷ୍ଟ୍ୟ, ବିବିଧ ଦୃଶ୍ୟସମୂହର ଚିତ୍ରଣ କରାରାଇଛି ତାହା ନୁହେଁ ଅଧିକନ୍ତୁ ପ୍ରକୃତି-ଜଗତରେ ହେଉଥିବା ପରିବର୍ତ୍ତନ ଓ ପ୍ରତିକ୍ରିୟାକୁ ଯୁବକ-ଯୁବତୀ ଓ ପ୍ରେମିକ-ପ୍ରେମିକାଙ୍କର ପ୍ରଣୟ ଜୀବନ ଉପରେ ପଡୁଥିବା &#

Recommended

Format: Paperback

Condition: New

$18.29
Ships within 2-3 days
Save to List

Related Subjects

Poetry

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured