Skip to content
Scan a barcode
Scan
Paperback Sabuja Kabita: Srasta O Srusti [Oriya] Book

ISBN: 1645603466

ISBN13: 9781645603467

Sabuja Kabita: Srasta O Srusti [Oriya]

ସବୁଜ କବିତାର ଦିଗ୍]ବଳୟ ଖୁବ୍ ପ୍ରସାରିତ ନୁହେଁ । ପୁଣି ଏ ଗୋଷ୍ଠୀର କବିଙ୍କ ସଂଖ୍ୟା ଖୁବ୍ ସୀମିତ । ପାଞ୍ଚଜଣ ବନ୍ଧୁ ଏକାଠି ହୋଇ କିଛି ଲେଖାଲେଖି ପାଇଁ ପ୍ରୟାସ କରିଥିଲେହେଁ ସେମାନଙ୍କ ମଧ୍ୟରୁ ଦୁଇଜଣ ସାହିତ୍ୟରାଜ୍ୟରେ ଆଦୌ ପାଙ୍]କ୍ତେୟ ହୋଇନାହାନ୍ତି । କିନ୍ତୁ ସାହିତ୍ୟ-ସଂଗଠନ, ପତ୍ରିକା ପ୍ରକାଶନ ଦିଗରେ ସେ ଦୁହିଁଙ୍କ ଅବଦାନ ନିଶ୍ଚୟ ସ୍ୱୀକୃତ ହେବ । ଅନ୍ୟ ତିନିଜଣ କବିଙ୍କ ମଧ୍ୟରୁ ଅନ୍ନଦାଶଙ୍କର ମାତ୍ର ଚାରିବର୍ଷ ପାଇଁ ଓଡ଼ିଆ କବିତା ଲେଖିବାରେ ମନ ବଳେଇଛନ୍ତି । ତାଙ୍କ ସୃଷ୍ଟି ସଂଖ୍ୟା ଦୃଷ୍ଟିରୁ ମାତ୍ର ଚଉଦଟି କବିତା । ତା\'ପରେ ସେ ବଙ୍ଗଳା ସାହିତ୍ୟକୁ ଅପସାରିତ ହୋଇ ଯାଇଛନ୍ତି । ତେଣୁ ସବୁଜ କବି ଭାବରେ କେବଳ ବୈକୁଣ୍ଠନାଥ ଓ କାଳିନ୍ଦୀ ଚରଣ ହିଁ ଏହି ନିବନ୍ଧରେ ସବିଶେଷ ଆଲୋଚନା ସ୍ତରକୁ ଆସିଛନ୍ତି । ମୋର ଦୁର୍ଭାଗ୍ୟ ଏ ଦୁଇଜଣ ଯାକ କବି ଆଜି ଇହଜଗତରେ ନାହାନ୍ତି । ତେଣୁ ଏ ନିବନ୍ଧ ଗ୍ରନ୍ଥରେ ମୁଁ ସେମାନଙ୍କ ସହିତ ସାକ୍ଷାତକାରର କୌଣସି ପ୍ରାମାଣିକ ବିବରଣୀ ଦେଇପାରିନାହିଁ । କିନ୍ତୁ ଏହି କବିଙ୍କ ଭାବମୂର୍ତ୍ତି ହିଁ ମୋର ପ୍ରବନ୍ଧ ରଚନାର ମୂଳ ଅନୁପ୍ରେରଣା । ଓଡ଼ିଆ ସାହିତ୍ୟକୁ ଏହି ଯଶସ୍ୱୀ କବିଙ୍କ ଅବଦାନ ପାଇଁ ଏ ସାହିତ୍ୟର ଜଣେ ଅନୁରାଗୀ ପାଠକ ଭାବେ ମୁଁ ଯେତେ କୃତଜ୍ଞତା ଜଣାଇଲେ ବି ତାହା ମୋ ଭାଷାର ନିଅଣ୍ଟିଆପଣକୁ ହିଁ ସାବ୍ୟସ୍ତ କରିବ ।

ଓଡ଼ିଆ ସାହିତ୍ୟ ପାଇଁ ସାମାନ୍ୟ ଅନୁରାଗରୁ ଏହି ନିବ

Recommended

Format: Paperback

Condition: New

$18.29
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured