Skip to content
Scan a barcode
Scan
Paperback Sakala Asi Shikheiba Jae [Oriya] Book

ISBN: 1645604675

ISBN13: 9781645604679

Sakala Asi Shikheiba Jae [Oriya]

ଅନୁଭବର ଉଦ୍ଭାବନ ବିବିଧତାରେ ବିକଶିତ । ଅଭିନବ ଉଦ୍ଭାଷରେ ଉଦ୍ଭାସିତ ତା'ର ଆଲେକ୍ଷ୍ୟର ଅଭିଲେଖ । ଯହିଁରେ ଅଭିପ୍ସାର ଅସ୍ଥିତ୍ୱ ଅସ୍ମିତାରେ ଅଭିସିକ୍ତ ହୋଇ ଅନିତ୍ୟର ଅପୂର୍ବ ସଙ୍ଗତିରେ ପ୍ରତିଭାତ ହୁଏ । ସୁଯୋଗ୍ୟ ଶବ୍ଦ ସଞ୍ଜୋଜନାକୁ ଅଙ୍ଗୀକାର କରି ଭାବର ସମ୍ପ୍ରୀତିରେ ତାହା ଅମର୍ତ୍ତ୍ୟ ଅମୃତ ପରସେ ।

ପ୍ରସ୍ଫୁଟିତ କଲ୍ଲୋଳ କମନୀୟ ହିଲ୍ଲୋଳରେ ମହନୀୟରୁ ମାର୍ମିକ ହୋଇଯାଏ । ମହିମାରୁ ତା'ର କବ୍ୟିକ ଚେତନାର ଚଉହଦି ବିମୁଗ୍ଧ ବର୍ଣ୍ଣାଳି ତଥା ସ୍ନିଗ୍ଧର ସାଫଲ୍ୟ ସନ୍ନିହିତ ହୋଇ ସମ୍ମୋହିତ କରେ । ସ୍ୱପ୍ନର ସେହି ସ୍ୱରାଜକୁ ଅମାତ୍ୟ ପଣିଆ ଧରି ଅବତୀର୍ଣ୍ଣ ହୁଏ ଆନୁଗତ୍ୟ ଅତୀତ । ଜାଜୁଲ୍ୟ ଜାଲରେ ଛନ୍ଦି ବିଭୋର ଫାନ୍ଦରେ ବାନ୍ଧି ବର୍ତ୍ତମାନର ବିଲମ୍ୱିତ ବ୍ୟଥାର ବିଥିକା ପୁଣି ପ୍ରହେଳିକା ବାଣ୍ଟେ । ଅବ୍ୟବସ୍ଥିତ ମୂହୁର୍ତ୍ତ ମନ୍ତ୍ରଣାରେ ଅକଥନୀୟ ଯନ୍ତ୍ରଣା ନିସର୍ତ୍ତରେ ଅନୁଦିତ ହୁଏ । ଉଦିତ ଆଭାରେ ବ୍ୟବସ୍ତିତ ହୁଏ, ଅନେକ ଅଦୃଶ୍ୟ ତଥ୍ୟ ଦର୍ଶନୀୟ ଦସ୍ତାବିଜ୍ ହୋଇ ।

ସେହି ସଂସ୍ଥାପନର ଦଖଲରେ ଦାବାନଳର ଜ୍ୱାଳା ବୈଶାଖର ଲୀଳା ତଥା ଅହେତୁକ ଅହମିକା ଅବଲୀଳା ଖଞ୍ଜି ହୋଇଯାଏ । ଭୌତିକ ଭଙ୍ଗିମା ତା\'ର ନୈତିକର ସୀମା ଛୁଇଁ ପୁଷ୍ପିତ ସୌହାର୍ଦ୍ଦ୍ୟରେ ନିୟନ୍ତ୍ରିତ ହୁଏ । ତପ୍ତ ବୈତରଣୀ ତରିବାର ପ୍ରଚେଷ୍ଟା ପ୍ରବଳ ପ୍ରତିକୂଳର ଭିଡ଼ ଠେଲି ତମସା ତୋଡ଼କୁ ବେଖାତିର କରେ ।

ରାତିର ରୀତିକୁ ପ୍ରତିହତ କରି ପ୍

Recommended

Format: Paperback

Condition: New

$16.48
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured