Skip to content
Scan a barcode
Scan
Paperback Samaya Bishada Nai [Oriya] Book

ISBN: 1645603806

ISBN13: 9781645603801

Samaya Bishada Nai [Oriya]

ଗୌତମ ଜେନାଙ୍କ 'ସମୟ ବିଷାଦ ନଈ' ଏକ ଉଚ୍ଚାଙ୍ଗ କାବ୍ୟ ସୃଷ୍ଟି । ଆଧୁନିକ ଓଡ଼ିଆ କବିତାର କ୍ଲାସିକ୍ ଗ୍ରନ୍ଥ ରୂପେ ଏହାକୁ ବିବେଚନା କରାଯାଇପାରେ । କାବ୍ୟ ନାୟିକା ଗୌତମୀକୁ କେନ୍ଦ୍ରରେ ରଖି କବି ପ୍ରେମ, ପ୍ରଣୟ ଓ ଅକୁଣ୍ଠ ଭଲପାଇବାର ଏକ ଚିପୁଡ଼ା ଲୋଡ଼ିବାପଣକୁ ବ୍ୟକ୍ତିଗତ ଅନୁଚିନ୍ତନର ଗଭୀରତାରେ ଆକଳନ କରି ସର୍ବଜନ ଚେତନାର ମଂଜରେ ଏହାକୁ ନିମଗ୍ନ କରାଇ ଅଛନ୍ତି । ଯେଉଁଠି କାବ୍ୟ ନାୟକ କବିସତ୍ତା ଉପରେ ସବାର ହୋଇ ଆମ ନିତିଦିନିଆ ଜୀବନର ଏକ ପ୍ରତିନିଧି ପାଲଟି ଯାଇଛି । କାବ୍ୟ ନାୟିକା ଗୌତମୀ କବିର ପ୍ରେମିକା ନୁହେଁ ବରଂ ପ୍ରତିଟି ପ୍ରେମପଣର ଏକ ଅନ୍ତହୀନ ଆଲୋଡ଼ନ । ଦେହଠାରୁ ଦେହାତୀତର ଏକ ଐନ୍ଦ୍ରଜାଲିକ କେନ୍ଦ୍ରବିନ୍ଦୁରେ ତା'ର ପରିକଳ୍ପନା । ପ୍ରେମରେ ଜୀଇଁବା, ପୁଣି ପ୍ରେମରେ ହୃଦୟ ଦେଇ ମରିବା ଏଠି ବଡ଼କଥା । ଆମ କାବ୍ୟ ପରଂପରାରେ କବି ଜୟଦେବଙ୍କ ଅନୁଚିନ୍ତନ ଧାରାଟି ଆଳଙ୍କାରିକ କାବ୍ୟ ଯୁଗରେ ରାଧାକୃଷ୍ଣଙ୍କୁ ଉପଜୀବ୍ୟ କରି ଯେଉଁ ପରକୀୟା ପ୍ରୀତିର ପରିକଳ୍ପନା କରିଥିଲା ଏବଂ ପ୍ରେମର ଶ୍ରେଷ୍ଠତ୍ୱ ତହିଁରେ ଆରୋପିତ କରିବାର ପ୍ରଚେଷ୍ଟା କରିଥିଲା କବି ଗୌତମ ଜେନାଙ୍କ 'ସମୟ ବିଷାଦ ନଈ' କିନ୍ତୁ ସେ ଧାରାକୁ ଗ୍ରହଣ କରିନାହିଁ । ବରଂ ଏକ ମାନସିକ ଚିନ୍ତନରେ ଦେହକୁ ସ୍ୱୀକାର କରି ଆହୁରି ଗଭୀରତାକୁ ସ୍ପର୍ଶ କରିଛି । କବି ପରକୀୟାଠାରୁ ସ୍ୱକୀୟା, ଯୌନ ଜାଂଗଳିକତାଠାରୁ ଏକ ଚେତନ ଚିନ୍ତନରେ ପ୍ରେମକୁ କେନ୍

Recommended

Format: Paperback

Condition: New

$16.48
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured