Skip to content
Scan a barcode
Scan
Paperback Sanskaradharmi Odia Nataka: Prak-Swadhinata Kala [Oriya] Book

ISBN: 1645604225

ISBN13: 9781645604228

Sanskaradharmi Odia Nataka: Prak-Swadhinata Kala [Oriya]

ପ୍ରାକ୍]-ସ୍ୱାଧୀନତା କାଳରେ ରଚିତ ସାମାଜିକ ଓଡ଼ିଆ ନାଟକ ଯେଭଳି ସମାଜର ଚିତ୍ର ବହନ କରିଛି ତାହା ଗ୍ରନ୍ଥଟିରେ ସୂଚିତ ହୋଇଛି । ଓଡ଼ିଆ ସାହିତ୍ୟରେ ପ୍ରଥମ ନାଟକ ରଚନା ହେବା ବେଳକୁ ସମାଜରେ ପୂରି ରହିଥିଲା ଅନ୍ଧବିଶ୍ୱାସ ଓ କୁସଂସ୍କାର । ତତ୍କାଳୀନ ନବ୍ୟ ଶିକ୍ଷିତ ସଂପ୍ରଦାୟ ଉକ୍ତ ପ୍ରଥାର ମୂଳୋତ୍ପାଟନ ନିମନ୍ତେ ଆଗେଇ ଆସିଥିଲା । ଊନବିଂଶ ଶତକର ସାମାଜିକ ଆନ୍ଦୋଳନକୁ ସ୍ୱାଗତ କରିବା ସହିତ ସୁସ୍ଥ ସମାଜର ପ୍ରତିଷ୍ଠା ନିମନ୍ତେ ଆହ୍ୱାନ ଦେଇଥିଲା । ମାତ୍ର ବିଜାତୀୟ ସଂସ୍କୃତି ତଥା ରୀତିନୀତିର ଆଦର କରି ହୋଇଥିଲା ସମାଲୋଚିତ । ପରିଶେଷରେ ଶିକ୍ଷିତମାନେ ଆଦର୍ଶବାଦକୁ ଆପଣାର କରି ସମାଜ ସଂସ୍କାର କର୍ମରେ ବ୍ରତୀ ହୋଇଥିଲେ । କ୍ରମେ ଗାନ୍ଧି ଓ ମାର୍କସ୍]ଙ୍କ ଦର୍ଶନ ପ୍ରବେଶ କରି ସମାଜ ସଂସ୍କାର ସ୍ୱରକୁ ବଳିଷ୍ଠ ରୂପ ଦେଇଥିଲା । ପ୍ରାକ୍]-ସ୍ୱାଧୀନତା କାଳୀନ ଓଡ଼ିଆ ନାଟକ ସାମାଜର ବାର୍ତ୍ତାବହ ହୋଇ ଉକ୍ତ ପ୍ରସଙ୍ଗଗୁଡ଼ିକୁ ଯେଭଳି ଉପସ୍ଥାପନ କରିଛି ଓ ସମାଜ ସଂସ୍କାରର ବିବିଧ ଦିଗ ଉପରେ ଆଲୋକପାତ କରିଛି ସେ ସମସ୍ତ ବିଷୟ ବିଶଦ ଭାବରେ ଏହି ଗ୍ରନ୍ଥରେ ଆଲୋଚିତ । ପୁଣି ସ୍ୱାଧୀନତା ପୂର୍ବବର୍ତ୍ତୀ କାଳୀନ ସଂସ୍କାରଧର୍ମୀ ଓଡ଼ିଆ ନାଟକଗୁଡ଼ିକର ଶିଳ୍ପମୂଲ୍ୟ ସଂପର୍କିତ ଆଲୋଚନା ମଧ୍ୟ ଗ୍ରନ୍ଥଟିର ଗୁଣାତ୍ମକ ମାନବୃଦ୍ଧି ଘଟାଇଛି । ଏହି ପୁସ୍ତକଟି ଡକ୍ଟର ଅନିଲ୍ କୁମାର ନନ୍ଦଙ୍କ ସ୍ରଷ୍ଟା ପ୍ରାଣର ପ୍ରଥମ ଉପହାର ଏବଂ ପାଠ&

Recommended

Format: Paperback

Condition: New

$22.15
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured