Skip to content
Scan a barcode
Scan
Paperback Sarjanara Urjana [Oriya] Book

ISBN: 1645606511

ISBN13: 9781645606512

Sarjanara Urjana [Oriya]

ସମକାଳୀନ ଓଡ଼ିଆ ସମାଲୋଚନା ସାହିତ୍ୟରେ ଡ. ବାବାଜୀ ଚରଣ ପଟ୍ଟନାୟକ ଜଣେ ଯଶସ୍ୱୀ ସାହିତ୍ୟିକ । ତାଙ୍କର ସୁକ୍ଷ୍ମ ଅନୁଶୀଳନାତ୍ମକ ଦୃଷ୍ଟିକୋଣ, ନିରପେକ୍ଷ ବିଚାରବୋଧ, ତୁଳନାତ୍ମକ ଆଲୋଚନା ତଥା ସ୍ଵତନ୍ତ୍ର ଉପସ୍ଥାପନା ଶୈଳୀ ଅତ୍ୟନ୍ତ ଉଚ୍ଚକୋଟୀର। 'ଓଡ଼ିଆ କାବ୍ୟ - କବିତାରେ ଚନ୍ଦ୍ର ପ୍ରସଙ୍ଗ' ତାଙ୍କ ଗବେଷଣା ସନ୍ଦର୍ଭର ଅନନ୍ୟ ଅଭିବ୍ୟକ୍ତି। ପରବର୍ତ୍ତୀ ସମୟରେ ପ୍ରକାଶିତ 'ସର୍ଜନାର ଊର୍ଜନା', 'ସାହିତ୍ୟ ପରିଧି' ଏବଂ 'ସାହିତ୍ୟର ବାଟେ - ଘାଟେ' ପ୍ରମୁଖ କୃତିଗୁଡ଼ିକରେ ତାଙ୍କ ଭାଷା ଓ ଶୈଳୀର ସିଦ୍ଧହସ୍ତତା ତାଙ୍କୁ ପ୍ରବନ୍ଧ ଓ ସମାଲୋଚନା କ୍ଷେତ୍ରରେ ବହୁ ପରିଚିତି ପ୍ରଦାନ କରିଛି । ସଂପ୍ରତି ସେ କଟକରେ ଅବସ୍ଥାନ କରୁଛନ୍ତି ।

Recommended

Format: Paperback

Condition: New

$20.10
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured