Skip to content
Scan a barcode
Scan
Paperback Tapamatra [Oriya] Book

ISBN: 164560165X

ISBN13: 9781645601654

Tapamatra [Oriya]

କାହାଣୀରେ ଜୀବନ ଥିଲେ କାହାଣୀ ହୁଏ ହୃଦ୍ୟ । ଜୀବନରେ କାହାଣୀ ଥିଲେ ଜୀବନ ହୁଏ ଭବ୍ୟ । ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ରଙ୍କର ଗଳ୍ପଗୁଡ଼ିକରେ ଜୀବନ ଦିଶିଯାଏ । ତେଣୁ ଗଳ୍ପଟିଏ ଆରମ୍ଭ କଲେ ଶେଷ କରିବାକୁ ମନ ବଳେ । ବେଳେବେଳେ ଚମକାଇ ଦିଏ 'ପଜଲ୍]' ଭଳି ଗଳ୍ପ ଯାହା ଘଟିବା ଉଚିତ୍ ନହେଲେ ମଧ୍ୟ ସମାଜରେ ଘଟୁନାହିଁ ବୋଲି କହିହେବ ନାହିଁ । ତାଙ୍କର 'ଭାତବାଲା' ଗଳ୍ପ ସତ୍ୟର ଗଳ୍ପରୂପ ପରି ଲାଗେ, ହୃଦୟକୁ ଛୁଏଁ । ତାଙ୍କର ଗଳ୍ପଗୁଡ଼ିକ ଆକାଶରୁ ଉଲ୍]କା ଭଳି ଖସନ୍ତି ନାହିଁ, ମାଟିରୁ ପାଦତଳର ଘାସ ଭଳି ମୁଣ୍ଡ ଟେକନ୍ତି, ସମାଜର ଚିତ୍ରପଟ ପାଲଟିଯାଆନ୍ତି । ଦେବପ୍ରିୟଙ୍କର ହାତମୁଠାରେ ଜୀବନ କଥାକୁହେ । ତାଙ୍କର ଗାଳ୍ପିକ ଜୀବନ ସମ୍ଭାବନାମୟ । ଅଶେଷ ଆଶୀର୍ବାଦ ।

- ପ୍ରତିଭା ରାୟ


ଦେବପ୍ରିୟଙ୍କ କାହାଣୀରେ ନାଟକ ଅଛି, କବିତାର ଝଲକ ଅଛି । ଅନେକ ଗପ ଏକ ନିଶ୍ୱାସରେ ପଢିବା ଭଳି । ସାଧାରଣ ଜୀବନ ଭିତରେ ଅସାଧାରଣ ଚରିତ୍ରକୁ ଆବିଷ୍କାର କରିବାରେ ତାଙ୍କର ରହିଛି ଅଦ୍ଭୁତ ଦକ୍ଷତା ।

- ତରୁଣକାନ୍ତି ମିଶ୍ର


ଜଣେ ସଚେତନ ଓ ସଂଯତ ଗାଳ୍ପିକ ରୂପେ ନିଜର ପରିଚୟ ସୃଷ୍ଟି କରିିଥିବା ଦେବପ୍ରିୟ ଚଳନ୍ତି ସମୟର ଅନ୍ୟତମ ଅଗ୍ରଣୀ ଯୁବ ଲେଖକ । ଓଡ଼ିଆ ଗଳ୍ପର ପ୍ରବାହଧାରାକୁ ଅବିରତ ପ୍ରଖର କରିବାଦିଗରେ ତାଙ୍କର ଯୋଗଦାନ ଉଲ୍ଲେଖନୀୟ । ଦେବପ୍ରିୟଙ୍କ ଗଳ୍ପର କଥାବସ୍ତୁ ତାଙ୍କ ଅନୁଭୂତିରୁ ଉପଜାତ ଏବଂ ଉପସ୍ଥାପନା ଶୈଳୀ ଅଭିନବ ।

-ସଦାନନ୍ଦ ତ୍ରିପା

Recommended

Format: Paperback

Condition: New

$14.81
50 Available
Ships within 2-3 days

Related Subjects

Fiction Literature & Fiction

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured